Masthead

ଓଡ଼ିଶାରେ ଲୋକେ ଭୟରେ ଅଛନ୍ତି: ନିତ୍ୟାନନ୍ଦ ରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ। ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ । ଢେଙ୍କାନାଳ ହିନ୍ଦୋଳରେ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବେ। ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ। କହିଛନ୍ତି ୨୦୨୪ ରେ ଗତ ନିର୍ବାଚନରୁ ଅଧିକ ବହୁମତ ପାଇବ ବିଜେପି । ଓଡ଼ିଶାରେ ବିଧିଵ୍ୟଵସ୍ଥା କିଛି ଭଲ ନାହିଁ, ଲୋକେ ଭୟର ବାତାବରଣରେ ଅଛନ୍ତି ।

ଓଡ଼ିଶାରେ ଯାହା ବି ବିକାଶ ହେଉଛି ମୋଦି ସରକାରଙ୍କ ପାଇଁ ହେଉଛି । ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଯୋଜନା ପାଇଁ ଦେଶରୁ ଗରିବୀ ବହୁତ କମିଛି। ବିକାଶର ଭାଗିଦାର ମୋଦିଜିଙ୍କ ପାଇଁ ବିକାଶର ଗଙ୍ଗା ଗାଁ ଗାଁ ରେ ପହଞ୍ଚିଛି। ଦେଶର ଲୋକଙ୍କ ମନରେ ମୋଦି ଜି ଅଛନ୍ତି। ଗତ ନିର୍ବାଚନ ରୁ ୨୦୨୪ ରେ ଗତ ନିର୍ବାଚନରୁ ଅଧିକ ବହୁମତ ରେ ଲୋକେ ଆଶୀର୍ବାଦ କରିବେ। ରିପୋର୍ଟ ଅନୁସାରେ ଓଡ଼ିଶାରେ ବିଧିଵ୍ୟଵସ୍ଥା କିଛି ଠିକ ନାହିଁ। ଲୋକେ ଏଠି ଭୟର ବାତାବରଣ ରେ ରହୁଛନ୍ତି। ଓଡ଼ିଶାରେ ଯାହା ବି ବିକାଶ ହେଉଛି ମୋଦି ସରକାରଙ୍କ ପାଇଁ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ