ଓଡ଼ିଶାରେ ଲୋକେ ଭୟରେ ଅଛନ୍ତି: ନିତ୍ୟାନନ୍ଦ ରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ। ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବାକୁ ଓଡ଼ିଶା ଆସିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ । ଢେଙ୍କାନାଳ ହିନ୍ଦୋଳରେ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବେ। ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ। କହିଛନ୍ତି ୨୦୨୪ ରେ ଗତ ନିର୍ବାଚନରୁ ଅଧିକ ବହୁମତ ପାଇବ ବିଜେପି । ଓଡ଼ିଶାରେ ବିଧିଵ୍ୟଵସ୍ଥା କିଛି ଭଲ ନାହିଁ, ଲୋକେ ଭୟର ବାତାବରଣରେ ଅଛନ୍ତି ।

ଓଡ଼ିଶାରେ ଯାହା ବି ବିକାଶ ହେଉଛି ମୋଦି ସରକାରଙ୍କ ପାଇଁ ହେଉଛି । ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଯୋଜନା ପାଇଁ ଦେଶରୁ ଗରିବୀ ବହୁତ କମିଛି। ବିକାଶର ଭାଗିଦାର ମୋଦିଜିଙ୍କ ପାଇଁ ବିକାଶର ଗଙ୍ଗା ଗାଁ ଗାଁ ରେ ପହଞ୍ଚିଛି। ଦେଶର ଲୋକଙ୍କ ମନରେ ମୋଦି ଜି ଅଛନ୍ତି। ଗତ ନିର୍ବାଚନ ରୁ ୨୦୨୪ ରେ ଗତ ନିର୍ବାଚନରୁ ଅଧିକ ବହୁମତ ରେ ଲୋକେ ଆଶୀର୍ବାଦ କରିବେ। ରିପୋର୍ଟ ଅନୁସାରେ ଓଡ଼ିଶାରେ ବିଧିଵ୍ୟଵସ୍ଥା କିଛି ଠିକ ନାହିଁ। ଲୋକେ ଏଠି ଭୟର ବାତାବରଣ ରେ ରହୁଛନ୍ତି। ଓଡ଼ିଶାରେ ଯାହା ବି ବିକାଶ ହେଉଛି ମୋଦି ସରକାରଙ୍କ ପାଇଁ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ