Masthead

ଜନସାଧାରଣ ଲୋକାଲ ପ୍ରାର୍ଥୀଙ୍କୁ ଅଧିକ ପସନ୍ଦ କରୁଛନ୍ତି: ସନ୍ତୋଷ ସିଂ ସାଲୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ମାହୋଲ ଭଲ ରହିଛି । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଜନସାଧାରଣ ଲୋକାଲ ପ୍ରାର୍ଥୀଙ୍କୁ ଅଧିକ ପସନ୍ଦ କରୁଛନ୍ତି । କଂଗ୍ରେସ ବୀରେନ୍ଦ୍ର ପାଣ୍ଡେଙ୍କ ପୁଅକୁ ଟିକେଟ ଦେଇଛି । ସିଏ ସେହି ଅଂଚଳର ଲୋକାଲ ବ୍ୟକ୍ତି । ବିଜେଡି ଓ ବିଜେପିର ପ୍ରାର୍ଥୀ ଝାରସୁଗୁଡା ବାସିନ୍ଦା ନୁହନ୍ତି ।

ତେଣୁ ସାଧାରଣ ଜନତା କଂଗ୍ରେସକୁ ଭୋଟ ଦେବାକୁ ପସନ୍ଦ କରିବେ । ବିଜେଡି ସର୍ବଦା ଧନବଳ, ବାହୁବଳ, ସରକାରୀ କଳ ଲଗେଇ ନିର୍ବାଚନରେ ବିଜୟ ପାଇଁ ଚେଷ୍ଟା କରନ୍ତି । ମନ୍ତ୍ରୀ ନବ ଦାସଙ୍କ ହତ୍ୟା ହେଲା, ଜଣେ ୧୫ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଗଲା । ଏହା ଫଳରେ ଝାରସୁଗୁଡା ଅଶାନ୍ତ ହୋଇଯାଇଛି । କଂଗ୍ରେସ ଦଳ ବିଜୟୀ ହେଲେ ହିଁ ଝାରସୁଗୁଡାରେ ଶାନ୍ତି ଫେରି ପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ