‘ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଲୋକେ ହଇରାଣ ହେଉଛନ୍ତି’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ମାଡାମ ପ୍ରେସିଡେଣ୍ଟ । କାରଗିଲ୍ ଦିବସ କଥା କହି ସହିଦଙ୍କୁ ନମନ କରିଥିଲେ । ଏବଂ ଓଡ଼ିଶାର ସହିଦ ମେଜର ପଦ୍ମପାଣି ଆଚାର୍ଯ୍ୟଙ୍କ କଥା କହିଥିଲେ ମାଡାମ ଦ୍ରୌପଦୀ । ଯୁଦ୍ଧରେ ଆତ୍ମ ବଳିଦାନ ଦେଇଥିବା ଅମର ଯୋଦ୍ଧା ମାନଙ୍କୁ ପ୍ରଣାମ ଜଣାଇଥିଲେ ।

ଭାରତମାତାଙ୍କ ସେବାରେ ଆତ୍ମବଳିଦାନ ଦେଇଥିବା ସମସ୍ତ ସୁପୁତ୍ରମାନଙ୍କ ମଧ୍ୟରେ ଓଡ଼ିଶାର ଅନେକ ବୀର ଜନ୍ମମାଟିର ଗୌରବ ବୃଦ୍ଧି କରିଛନ୍ତି । ବୀରମାଟି କଟକକୁ ପ୍ରମାଣ କରିବା ସହ ଉକôଳ ଗୌରବ ମଧୁସୂଦନ, ନେତାଜୀ ସୁଭାଷଙ୍କ କଥା କହିଛନ୍ତି । ହାଇକୋର୍ଟର ଗୌରବର ଗାଥା କହିଛନ୍ତି ରାଷ୍ଟ୍ରପତି । ତ୍ୱରିତ ନ୍ୟାୟକୁ ଗୁରୁତ୍ୱ ଦେଇଛନ୍ତି ମହାମହିମ । ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଲୋକେ ଅନେକ ହଇରାଣ ହେଉଛନ୍ତି । ଅନେକ ଜୀବନ ଜେଲରେ କଟୁଛି । ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତା ମଧ୍ୟ ହତାଶ ହୋଇ ପଡୁଛନ୍ତି ।

ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତା ଓ ନିଦେ୍ର୍ଦାଷଙ୍କୁ ସହାୟ ହେବ ।’ ଏକଥା ଆଗରୁ ମଧ୍ୟ କହିଥିବା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମାଜତ ଅନେକ ବର୍ଗ ମାମଲା ଲଢିବାକୁ ସମର୍ଥ ନୁହଁନ୍ତି । ଦଳିତ ବର୍ଗଙ୍କୁ କିଭଳି ନ୍ୟାୟ ମିଳିବ ସେଥିପ୍ରତି ଗୁରୁତ୍ୱ ଦେବା ଉଚିତ । ଏଥିପାଇଁ ଆଇନ ସହାୟତା ମିଳୁଥିବାରୁ ଧନ୍ୟବାଦ ଦେଉଛି । ଅନେକ ଆଇନଜୀବୀ ବି ମାଗଣା ଆଇନ ସହାୟତା ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ