ବଡ଼ ଖବରକୁ ଭରସା କଲେଣି ଲୋକେ

ଗଁନ୍ଦିଆ(ବଡ଼ ଖବର ବ୍ୟୁରୋ): ଲୋକଙ୍କ ଚ୍ୟାନେଲ ବଡ଼ ଖବରକୁ ଭରସା କଲେଣି ସାଧାରଣ ଜନତା । ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ବ୍ଲକର ପିଙ୍ଗୁଆଠାରେ ଆୟୋଜିତ ପୁସ୍ତକ ଉନ୍ମୋଚନ ଉତ୍ସବରୁ ସ୍ପଷ୍ଟ ହୋଇଛି । ଲେଖକ ପରିଷଦ ଓ ବଡ଼ ଖବର ମିଳିତ ଆନୁକୁଲ୍ୟରେ ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ବ୍ଲକର ପିଙ୍ଗୁଆଠାରେ ଆୟୋଜିତ ଉତ୍ସବରେ ଢେଙ୍କାନାଳ ସାଂସଦ ସୁଧିର କୁମାର ସାମଲ, ମନୋରଞ୍ଜନ ମହାନ୍ତି, ଦୁର୍ଗାମାଧବ ପୃଷ୍ଟି, ସୁରେଶ ପ୍ରସାଦ ମିଶ୍ର, ଜଗନ୍ନାଥ ବେହେରା, ପ୍ରମୋଦ ମିଶ୍ର ପୁସ୍ତକ ଆତ୍ମଚିନ୍ତା ଓ ଚେତନାର ଅନ୍ତର୍ଦାହ ଉନ୍ମୋଚନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’