ବାଇକ ଲୁଟେରାକୁ କାବୁ କଲେ ସ୍ଥାନୀୟ ଲୋକେ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଇକ ଲୁଟେରାକୁ କାବୁ କଲେ ସ୍ଥାନୀୟ ଲୋକେ । ଏଭଳି ଦୃଶ୍ୟ ଦେଖିବାକୁ ମଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ରାଜଘଟ ସ୍ଥିତ ଟୋଲଗେଟ ବଜାରରୁ । ଜଣେ ବାଇକ ଲୁଟେରାକୁ ଧରି ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ । ରାଜଘାଟ ଅଞ୍ଚଳର ବାବୁଲି ପାତ୍ର ନାମକ ଜଣେ ବ୍ୟକ୍ତି ଟୋଲଗେଟ ବଜାରକୁ କୌଣସି କାମରେ ଆସି ବାଇକ ରଖିଥିଲେ ।

ଜଳେଶ୍ୱର ଅଞ୍ଚଳର ଜଣେ ଯୁବକ ଉକ୍ତ ବାଇକକୁ ନେଇ ଯାଉଥିବା ସମୟରେ ସ୍ଥାନୀୟ ଲୋକଙ୍କ ହାତରେ ଧରା ପଡିଥିଲେ । ଉକ୍ତ ଯୁବକକୁ ଅଟକ ରଖି ଅମର୍ଦାରୋଡ ଫାଣ୍ଡିକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଉକ୍ତ ଯୁବକକୁ ଅଟକ ରଖି ପଚରା ଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’