Masthead

ଆଜି ରଙ୍ଗର ପର୍ବ ହୋଲି, ରଙ୍ଗ ଖେଳରେ ମସଗୁଲ ପୁରଠୁ ପଲ୍ଲୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ସ୍ନେହ, ଶ୍ରଦ୍ଧା, ଭଲ ପାଇବା ନେଇ ଆସିଛି ରଙ୍ଗ ଓ ଖୁସିର ପର୍ବ ହୋଲି । ପୁରଠୁ ପଲ୍ଲୀ ସବୁଠି ଉତ୍ସବମୁଖର ପରିବେଶ । ଘରେ ହେଉ କି ବାହାରେ ସବୁଠି ଚାଲିଛି ହୋଲି ସେଲିବ୍ରେସନ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ ।

ଅସୁର ରାଜା ହିରଣ୍ୟକଶ୍ୟପ ନିଜ ପୁଅ ପ୍ରହଲ୍ଲାଦଙ୍କୁ ମାରିବାକୁ ଷଡ଼ଯନ୍ତ୍ର ରଚିଥିଲେ । କାରଣ ପ୍ରହଲ୍ଲାଦ ଥିଲେ ବିଷ୍ଣୁଙ୍କ ପରମ ଭକ୍ତ । ଆଉ ହିରଣ୍ୟକଶ୍ୟପ ଏଥିରେ ଖୁବ୍ ରାଗିଯାଇ ନିଜ ଭଉଣୀ ହୋଲିକା ମାଧ୍ୟମରେ ପ୍ରହଲ୍ଲାଦଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ । ହୋଲିକାକୁ ବର ମିଳିଥିଲା ଯେ, ସେ ନିଆଁରେ ଜଳିବ ନାହିଁ । ହେଲେ ସେ ଯେତେବେଳେ ପ୍ରହଲ୍ଲାଦଙ୍କୁ ଧରି ନିଆଁ ଭିତରକୁ ଗଲେ, ପ୍ରହଲ୍ଲାଦ ବିଷ୍ଣୁଙ୍କୁ ପ୍ରାର୍ଥନା କଲେ । ଆଉ ହୋଲିକା ନିଆଁ ପୋଡ଼ି ହୋଇ ପ୍ରାଣତ୍ୟାଗ କଲେ ଓ ପ୍ରହଲ୍ଲାଦ ବଞ୍ଚିଗଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ