Masthead

ପାକିସ୍ତାନର ବିଜୟ ଉତ୍ସବ ପାଳନ କରୁଥିବା ବ୍ୟକ୍ତିଙ୍କୁ ଲାଗିବ ଦେଶଦ୍ରୋହ

ଗୋରଖପୁର(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ବିଜୟ ଉତ୍ସବ ପାଳନ କରୁଥିବା ବ୍ୟକ୍ତିଙ୍କୁ ଲାଗିବ ଦେଶଦ୍ରୋହ । ଚଳିତ ଟି୨୦ ବିଶ୍ୱକପରେ ଭାରତକୁ ଚିରପ୍ରତିଦ୍ୱନ୍ଦୀ ପାକିସ୍ତାନ ୧୦ ୱିକେଟରେ ହରାଲଇବା ପରେ ଉତ୍ସବ ମନାଇଥିବା କାଶ୍ମୀର ୩ ଜଣ ଛାତ୍ରଙ୍କୁ ଉତ୍ତର ପ୍ରଦେଶର ଆଗ୍ରାରୁ ଗିରଫ କରାଯାଇଛି ।

ଏପରିକି ପାକିସ୍ତାନ ବିଜୟକୁ ପାଳନ କରୁଥିବା ପ୍ରତ୍ୟେକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ଦାଏର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ସ୍ପଷ୍ଟ କରିଛନ୍ତି । ଅନ୍ୟପଟେ ଗିରଫ ହୋଇଥିବା ୩ ଜଣ ହେଉଛନ୍ତି ଇଞ୍ଜିନିୟରିଂ ଷ୍ଟୁଟେଣ୍ଟ । ସୋମାନେ ଆଗ୍ରାସ୍ଥିତ ରାଜା ବଲୱନ୍ତ ସିଂହ କଲେଜରେ ପଢନ୍ତି । ଅର୍ଶୀଦ ୟୁସୁଫ ଓ ଇନାୟତ ଅଲତାଫ ଶେଖ ଥାର୍ଡ ଇୟରରେ ଥିବା ବେଳେ ଶୋକତ ଅହମ୍ମଦ ଗାନାଇ ଫୋରଥ ଇୟର ଷ୍ଟୁଡେଣ୍ଟ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ