Masthead

ଦୁଇ ଦିନ ହେବ ପାଣିଘେରରେ ରହି ହନ୍ତସନ୍ତ ହେଉଛନ୍ତି ଲୋକେ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା ପାଣିରେ ଜଳ ବନ୍ଦୀରେ ଶତାଧିକ ଲୋକେ । ଜଳେଶ୍ଵର ବ୍ଲକ୍ ର କପାସିଦା ଏବଂ ଜଳକା ପଡିଆ,ସର୍କାତିଆ, ଖାଲିନା , ଇକିଡା, ଭୋଗରାଇ ବ୍ଲକ ର ମୁଣ୍ଡମାରୀ, ମସାଣବାଡିଆ, ଗାଁ ଦାଣ୍ଡରେ ପାଣି ଖେଳୁଛି। ଦୁଇ ଦିନ ହେବ ପାଣି ବନ୍ଦିରେ ରହିଥିବାରୁ ଲୋକ ମାନେ ନାହିଁ ନଥିବା ଅସୁବିଧାର ର ସମ୍ମୁଖୀନ ହେଉଛନ୍ତି। କାହା ଘୋର ପାଣି ପଶିଛି ତ ଆଉ କାହା ଦାଣ୍ଡଦୁଆରେ ପାଣି ଖେଳୁଛି। ବହୁ ଲୋକ ସ୍କୁଲ୍ ଏବଂ ଉଚ୍ଚା ସ୍ଥାନକୁ ଚାଲି ଯାଇଛନ୍ତି। ସହ ସହ ହେକ୍ଟର ଚାଷ ଜମିରେ ପାଣି ଜମି ରହିଛି ଏବେ ଧାନ ଗଛରେ ଭଣ୍ଡା ହେଉଥିବାରୁ ଧାନ ସବୁ ନଷ୍ଟ ହେବାର ସମ୍ଭାବନା ରହିଛି ସେଥିପାଇଁ ଚିନ୍ତାରେ ଚାଷୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ