Masthead

ପାଣି ଘେରରେ ଲୋକେ, ପହଞ୍ଚିନି ପ୍ରଶାସନ

ନାଉଗାଁ (ବଡ଼ ଖବର ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉବୁଟୁବୁ ହୋଇଛି ନାଉଗାଁ ବ୍ଲକ। ବ୍ଲକରେ ୪୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜନଜୀବନ ବ୍ୟାପକ କ୍ଷୟକ୍ଷତି ହୋଇଛି। ପାଣି ଘେରରେ ଥିବା ଲୋକଙ୍କ ପାଖରେ ଏପର୍ଯ୍ୟନ୍ତ ପ୍ରଶାସନ ପହଂଚି ପାରିନାହିଁ ।

ତିନି ଦିନ ହେବ ବିଦ୍ୟୁତ ଯୋଗାଣ ମଧ୍ୟ ବନ୍ଦ ରହିଛି । ବିଦ୍ୟୁତ ବିଭାଗ କର୍ମଚାରୀଙ୍କୁ କହିବା ପରେ ୪ଟା ପରେ ସେମାନେ ଆଉ କାମ କରିବେ ନାହିଁ ବୋଲି କହିଛନ୍ତି । ଏବଂ ୨ହଜାର ଟଙ୍କା ଦେଲେ କାମ କରିବୁ ବୋଲି କହିଥିବା ଦୃଶ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି