Masthead

‘ମଣିପୁର ସରକାର ଏବଂ ପ୍ରଶାସନ ଉପରେ ଲୋକଙ୍କର ଆଉ ଭରସା ନାହିଁ’

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ଏବେ ବି ମଣିପୁରରେ ଜାରି ରହିଛି ହିଂସା । ବିଭିନ୍ନ ସ୍ଥାନରେ ଜାରି ରହିଛି ଗୁଳି ବର୍ଷା । ମଣିପୁରରେ ଥଂଗଜିଙ୍ଗ୍ ନାମକ ସ୍ଥାନରେ ଗତକାଲି ରାତିରେ ୨୦ ରାଉଣ୍ଡ ଗୁଳିମାଡ ହୋଇଛି । ଗେଲଜୌଙ୍ଗ୍ ଏବଂ ସିଂଗଡାରେ ବି ଗୁଳିମାଡ ଘଟଣା ସାମ୍ନାକୁ ଆସିଛି । ମଣିପୁରରେ ହିଂସାକାଣ୍ଡ ବଢୁଥିବା ବେଳେ ମଣିପୁରରେ ବିଜେପିର ୯ ବିଧାୟକ ନିଜ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ପତ୍ର ଲେଖିଛନ୍ତି ।

ଆମେରିକା ଗସ୍ତ ପୂର୍ବରୁ ମଣିପୁରର ୯ଜଣ ବିଜେପି ବିଧାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି । ସେଥିରେ ଲେଖାଯାଇଛି ମଣିପୁର ସରକାର ଏବଂ ପ୍ରଶାସନ ଉପରେ ଲୋକଙ୍କର ଆଉ ଭରସା ନାହିଁ । ରାଜ୍ୟ ସରକାରଙ୍କ ଉପରେ ଜନତାଙ୍କ ବିଶ୍ୱାସ ଉଠିଗଲାଣି । ତେଣୁ ଏହାକୁ ଗୁରୁତ୍ୱର ସହ ନେଇ ସମସ୍ୟାର ସାଧାନ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ