Masthead

ଓଡ଼ିଶାବାସୀ ଚାହୁଁଛନ୍ତି ବିଜେପି ଆସୁ: ଓମ୍‌ ବିର୍ଲା

ଭୁବନେଶ୍ୱର (ବଧଡ଼ ଖବର ବ୍ୟୁରୋ): ବାଲେଶ୍ବରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ପ୍ରତିକ୍ରିୟା । କହିଛନ୍ତି ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି । ବିଜେପି ଆସୁ ଚାହୁଁଛନ୍ତି ଓଡ଼ିଶାବାସୀ । ୨୫ ବର୍ଷ ସରକାରରେ ଗରିବଙ୍କ ପାଇଁ କିଛି କରିପାରି ନାହାନ୍ତି । ଓଡ଼ିଶାରେ ପୂର୍ଣ୍ଣରୂପରେ ସବୁ ଲୋକସଭା ଜିତିବ ବିଜେପି ।

ସେ ଆହୁରି ମଧ୍ୟ କହିଛନ୍ତି ଦୁଇ ଜାଗାରେ ଗୋଟିଏ ସରକାର ହେଲେ ବିକାଶର ନୂଆ ଧାରା ହେବ । ନବୀନ ସରକାର ଲୋକେ ଦେଖିଛନ୍ତି ଏବେ ବିଜେପି ସରକାର ଦେଖିବେ । ଆଗାମୀ ଦିନରେ ଓଡ଼ିଶାରେ ବିକାଶର ପ୍ରବଳ ସମ୍ଭାବନା ରହିଛି । ଦେଶବାସୀ ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ