Masthead

୧୯ ଦେଶୀ ବନ୍ଧୁକ ସମର୍ପଣ କଲେ ଲୋକେ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ସମୟରେ ଶିମିଳିପାଳ ରେ ଶିକାରୀଙ୍କ ଦୌରତ୍ମ୍ୟ ବଢ଼ିବାରେ ଲାଗିଛି। ଯେଉଁଥିପାଇଁ ଗତ ଦିନରେ ଦୁଇ ବନ କର୍ମଚାରୀ ଶିକାରୀ ଗୁଳିରେ ପ୍ରାଣ ହରାଇଥିଲେ। ତେଣୁ ଜୁଲାଇ ୨୧ ତାରିଖରେ ପୋଲିସ ଓ ବନ ବିଭାଗ ଦେଶୀ ବନ୍ଧୁକ ସମର୍ପଣ ଅଭିଯାନ ମାଧ୍ୟମରେ ବେଆଇନ ବନ୍ଧୁକ ଯଦି କାହା ପାଖରେ ଥାଏ ତାହାଲେ ତାକୁ ପ୍ରଶାସନକୁ ସମର୍ପଣ କରିବାକୁ ଶିମିଳିପାଳ ପାଦଦେଶରେ ବସବାସ କରୁଥିବା ଲୋକଙ୍କୁ ବୁଝାଇଥିଲେ।

ଅଭିଯାନ ଫଳ ସ୍ୱରୂପ ଜୁଲାଇ ୩୧ ତାରିଖରେ କରଞ୍ଜିଆ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସୂଚନା ମୁତାବକ ଠାକୁରମୁଣ୍ଡା ଅଞ୍ଚଳରୁ ୧୮ ଟି ଓ କରଞ୍ଜିଆ ଅଞ୍ଚଳରୁ ଗୋଟିଏ ବନ୍ଧୁକ ସମର୍ପଣ ହେଇଛି। ଏହି ବନ୍ଧୁକ ସମର୍ପଣ ଆଗାମୀ ଦିନରେ ଶିମିଳିପାଳକୁ ସୁରକ୍ଷା ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା