Masthead

ବିକଳ୍ପ ଭାବେ ଲୋକେ ବିଜେପିକୁ ଚାହୁଁଛନ୍ତି

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ଗ୍ରହଣ କରିବା ପରେ ମନମୋହନ ସାମଲ କହିଛନ୍ତି ‘କେନ୍ଦ୍ର ନେତୃବୃନ୍ଦ ମୋ ଉପରେ ଯେଉଁ ଆସ୍ଥା ଓ ବିଶ୍ୱାସ ରଖିଛନ୍ତି ନିଶ୍ଚିତ ଭାବେ ମୁଁ ପୁରଣ କରିବି । ମୋର ଯୋଗୂତା ଓ ପାରଦର୍ଶିତା ଅନୁସାରେ କାମ କରିବି । କେନ୍ଦ୍ର ଓ ରାଜ୍ୟସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଆଗାମୀ ଦିନର କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବୁ । ସାଧାରଣ ଲୋକ ଯାହା ଚାହିଁବେ, ଆମେ କରିବୁ । ବିଜେଡି ସରକାରର ପତନ ଲୋକେ ଚାହୁଁଛନ୍ତି । ତା’ର ବିକଳ୍ପ ଭାବେ ବିଜେପିକୁ ଲୋକେ ଚାହୁଁଛନ୍ତି । ତାକୁ ପୂରା କରିବା ପାଇଁ ବିଜେପିର ଯେଉଁ ଗୁରୁ ଦାୟିତ୍ୱ ଅଛି ତାହା ଆମେ ସମସ୍ତେ ମିଶି କରିବା ପାଇଁ ଚେଷ୍ଟା କରିବୁ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି