Masthead

୧୫.୮ ପ୍ରତିଶତ ବୃଦ୍ଧି ପାଇଛି ମୁଣ୍ଡପିଛା ଆୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୯ ବର୍ଷରେ ୨ ଗୁଣା ହୋଇଛି ମୁଣ୍ଡପିଛା ଆୟ । ୨୦୧୪ରେ ଭାରତର ମୁଣ୍ଡପିଛା ଆୟ ବର୍ଷକୁ ୮୬.୪୬୭ ଥିଲା ଯାହା ଏବେ ବୃଦ୍ଧି ପାଇ୧.୭୨ ଲକ୍ଷରେ ପହଞ୍ଚିଛି । ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ବା ଏନଏସଓର ରିପୋର୍ଟ ଅନୁସାରେ, ମୋଦି ସରକାରଙ୍କ ୯ ବର୍ଷ ଶାସନ ମଧ୍ୟରେ ଏହି ସଫଳତା ହାସଲ କରାଯାଇଛି। ମୁଣ୍ଡପିଛା ଆୟକୁ ଏନଏସଓ ୨୦୨୦-୨୧ ପାଇଁ ୧,୨୭,୦୬୫ ଟଙ୍କା ଏବଂ ୨୦୨୧-୨୨ ପାଇଁ ୧,୪୮,୫୨୪ ଟଙ୍କା ଆକଳନ କରିଛି। ବର୍ତ୍ତମାନ ଭାରତରେ ମୁଣ୍ଡପିଛା ଆୟ ଗତ ବର୍ଷ ତୁଳନାରେ ୧୫.୮ ପ୍ରତିଶତ ବୃଦ୍ଧି ପାଇଛି। ଭାରତର ଅର୍ଥନୀତି ସମ୍ପୂର୍ଣ୍ଣ ସୁସ୍ଥ ଏବଂ ମୁଣ୍ଡପିଛା ଆୟ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଏହି ରିପୋର୍ଟରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ