Masthead

ସ୍ଥାୟୀ ହେବେ ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥାୟୀ ହେବେ ଡାଟା ଏଣ୍ଟ୍ରି ଅପରେଟର । ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ସରାକରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୩ ମାସରେ ଲାଗୁ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । । ବିଜ୍ଞପ୍ତି ଠାରୁ ସମସ୍ତ ସୁବିଧାସୁଯୋଗ ସହ ସ୍ଥାୟୀ କରିବାକୁ ନିର୍ଦ୍ଦେଶ । ବିଭିନ୍ନ ତହସିଲରେ ଏବେ ୬ ଶହ ଠିକା ଡାଟା ଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଅଛନ୍ତି । ଜଣିକିଆ ଖଣ୍ଡପୀଠଙ୍କ ରାୟକୁ କାଏମ ରଖିଲେ ଡିଭିଜନ ବେଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ