Masthead

ସ୍ଥାୟୀ ହେବେ ଡାଟାଏଣ୍ଟ୍ରି ଅପରେଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥାୟୀ ହେବେ ଡାଟା ଏଣ୍ଟ୍ରି ଅପରେଟର । ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ସରାକରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ୩ ମାସରେ ଲାଗୁ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । । ବିଜ୍ଞପ୍ତି ଠାରୁ ସମସ୍ତ ସୁବିଧାସୁଯୋଗ ସହ ସ୍ଥାୟୀ କରିବାକୁ ନିର୍ଦ୍ଦେଶ । ବିଭିନ୍ନ ତହସିଲରେ ଏବେ ୬ ଶହ ଠିକା ଡାଟା ଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଅଛନ୍ତି । ଜଣିକିଆ ଖଣ୍ଡପୀଠଙ୍କ ରାୟକୁ କାଏମ ରଖିଲେ ଡିଭିଜନ ବେଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା