Masthead

ଛଟ୍ ପୂଜା ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ଛଟ୍ ପୂଜା ପାଇଁ ଅନୁମତି ମିଳିଛି । ଏନେଇ ଦିଲ୍ଲୀର ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ସୂଚନା ଦେଇଛନ୍ତି । ତେବେ ବର୍ତ୍ତମାନ ଦିଲ୍ଲୀରେ ଛଟ ପୂଜା ସର୍ବସାଧାରଣରେ ପାଳନ କରାଯାଇ ପାରିବ । ହେଲେ କରୋନାକୁ ଦୃଷ୍ଟିରେ ରଖି ଆବଶ୍ୟକ ସତର୍କତା ଏବଂ କଠୋରତା ସହ ପାଳନ ପାଳନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ରାଜ୍ୟ ସରକାର ଛଟ୍ ପୂଜା ପାଇଁ ବିଭିନ୍ନ ପ୍ରତିବନ୍ଧକ ଲଗାଇଥିଲେ । ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ସେପ୍ଟେମ୍ବର ୩୦ରେ ନଦୀ କୂଳ ତଥା ସର୍ବସାଧାରଣ ସ୍ଥାନରେ ଛଟ୍ ପୂଜା ଉପରେ ପ୍ରତିବନ୍ଧକ ଲଗାଇ ଏକ ନିର୍ଦ୍ଦେଶ ଜାରି କରିଥିଲେ ।

ପରେ ଏହାକୁ ନେଇ ଅନେକ ରାଜନୀତି ମଧ୍ୟ ହୋଇଥିଲା । ଏପରିକି ବିଜେପି ସାଂସଦ ମନୋଜ ତିୱାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ବାହାରେ ପ୍ରଦର୍ଶନ କରିଥିଲେ । ଏହାକୁ ଦୃଷ୍ଟିରେ ରଖି କେଜ୍ରିୱାଲଙ୍କ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲ ଛଟ ପୂଜା ପ୍ରସଙ୍ଗରେ ଏକ ଚିଠି ଲେଖିଥିଲେ । ଏହି ଚିଠିରେ ସେ ଛଟ ପୂଜାକୁ ସର୍ବସାଧାରଣରେ ପାଳନ କରିବାକୁ ଅନୁମତି ମାଗିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା