Masthead

ପିଟିସନ୍ ଖାରଜ, କୌଣସି ମୁହୂର୍ତ୍ତରେ ଗିରଫ ହୋଇପାରନ୍ତି ଇମ୍ରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢ଼ିଲା ଇମ୍ରାନଙ୍କ ଚିନ୍ତା । କୌଣସି ମୁହୂର୍ତ୍ତରେ ଗିରଫ ହୋଇପାରନ୍ତି ଇମ୍ରାନ ଖାନ୍ । ତୋଷଖାନା ମାମଲାରେ ଜାମିନ ବିହୀନ ଗିରଫ ନିଷ୍ପତ୍ତି ବିରୋଧରେ ଇମ୍ରାନ ଦାଖଲ କରିଥିବା ଆବେଦନକୁ ଖାରଜ କରିଛନ୍ତି ଇସଲାମାବାଦ କୋର୍ଟ । ତୋଷଖାନା ମାମଲାରେ ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରି ହେବା ପରେ ଏହା ବିରୋଧରେ ଇମ୍ରାନଙ୍କ ପକ୍ଷରୁ କୋର୍ଟଙ୍କ ନିକଟରେ ଆବେଦନ କରାଯାଇଥିଲା । ସେପଟେ ମାର୍ଚ୍ଚ ୭ ଅର୍ଥାତ୍ ଆଜି ତାରିଖରେ ଇମ୍ରାନ ଯେମିତି ହେଲେ ବି ହାଜର ହେବେ ବୋଲି ଇମ୍ରାନଙ୍କ ଟିମ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା