Masthead

‘ଆଦିପୁରୁଷ’ ବିବାଦ, ସୁପ୍ରିମକୋର୍ଟରେ ପିଟିସନ ଦାଖଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଥମୁନି ‘ଆଦିପୁରୁଷ’ ବିବାଦ । ଏବେ ମାମଲା ସୁପ୍ରିମକୋର୍ଟରେ ପହଂଚିଛି । ଫିଲ୍ମକୁ ବ୍ୟାନ କରିବାକୁ ସୁପ୍ରିମକୋର୍ଟରେ ପିଟିସନ ଦାଖଲ ହୋଇଛି । ହିନ୍ଦୁ ତଥା ଏହି ଚଳଚ୍ଚିତ୍ରରେ ଦେଖାହୋଇଥିବା ଦେବତାମାନଙ୍କ ଭକ୍ତଙ୍କ ଭାବନାକୁ ଆଘାତ ଦେଇଛି ବୋଲି ଅଭିଯୋଗ ହୋଇଛି । ତେବେ ଏହି ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଛି। ପିଟିସନ ଦାଖଲ କରିଛନ୍ତି ମମତା ରାନୀ । ସେ କହିଛନ୍ତି, ସିନେମାଟୋଗ୍ରାଫ ଆକ୍ଟ ୧୯୫୨ର ଧାରା ୫ ବିରେ ଥିବା ନିୟମାବଳୀକୁ ଉଲ୍ଲଂଘନ କରୁଥିବାରୁ ସେନ୍ସର ବୋର୍ଡ ଦ୍ୱାରା ଦିଆଯାଇଥିବା ପ୍ରମାଣପତ୍ରକୁ ବାତିଲ କରାଯାଉ। ଏହି ଆବେଦନରେ ଯୁକ୍ତି କରି କୁହାଯାଇଛି, ସମାଜର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଗ୍ରନ୍ଥ ଉପରେ ବିଶ୍ୱାସ କରନ୍ତି ଏବଂ ତାଙ୍କ ଭାବନା ଏଥିରେ ଜଡିତ ଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର