Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୮୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୦୪ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ