Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୯୯ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୧୯ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା