Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୧୫ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୪୧ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ