Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୩ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୫୮ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି