Masthead

ବଢ଼ିଲା ତେଲ ଦର

ଚଳିତ ବର୍ଷରେ ପ୍ରଥମ ଥର ବଢ଼ିଲା ତେଲ ଦର.

ନୂଆଦିଲ୍ଲୀ: ଚଳିତ ବର୍ଷ ପ୍ରଥମ ଥର ପାଇଁ ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଦୀର୍ଘ ୨୯ ଦିନ ପରେ ତେଲ ଦର ବଢିଥିବା ନେଇ ସୂଚନା ମିଳିଛି। ପେଟ୍ରୋଲ ଲିଟର ପିଛା ୨୪ରୁ ୨୬ ପଇସା ବଢ଼ିଥିବା ବେଳେ ଡିଜେଲ ଦାମ ୨୫ରୁ ୨୭ ପଇସା ବଢ଼ିଛି।

ତେଲ କମ୍ପାନୀ ଇଣ୍ଡିଆନ୍ ଅଏଲର ଓ୍ୱେବସାଇଟ୍ ରେ ବୁଧବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା  ୮୩ ଟଙ୍କା ୯୭ ପଇସା ବଢ଼ିବା ବେଳେ ଡିଜେଲ ଦର ୭୪ ଟଙ୍କା ୧୨ ପଇସା ବଢ଼ିଛି। ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ୮୪ ଟଙ୍କା ୬୧ ପଇସା ହୋଇଥିବା ବେଳେ ଡିଜେଲ ଦାମ ୮୦ ଟଙ୍କା ୭୪ ପଇସା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା