Masthead

ବଢ଼ିଲା ତେଲ ଦର

ଚଳିତ ବର୍ଷରେ ପ୍ରଥମ ଥର ବଢ଼ିଲା ତେଲ ଦର.

ନୂଆଦିଲ୍ଲୀ: ଚଳିତ ବର୍ଷ ପ୍ରଥମ ଥର ପାଇଁ ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଦୀର୍ଘ ୨୯ ଦିନ ପରେ ତେଲ ଦର ବଢିଥିବା ନେଇ ସୂଚନା ମିଳିଛି। ପେଟ୍ରୋଲ ଲିଟର ପିଛା ୨୪ରୁ ୨୬ ପଇସା ବଢ଼ିଥିବା ବେଳେ ଡିଜେଲ ଦାମ ୨୫ରୁ ୨୭ ପଇସା ବଢ଼ିଛି।

ତେଲ କମ୍ପାନୀ ଇଣ୍ଡିଆନ୍ ଅଏଲର ଓ୍ୱେବସାଇଟ୍ ରେ ବୁଧବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା  ୮୩ ଟଙ୍କା ୯୭ ପଇସା ବଢ଼ିବା ବେଳେ ଡିଜେଲ ଦର ୭୪ ଟଙ୍କା ୧୨ ପଇସା ବଢ଼ିଛି। ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ୮୪ ଟଙ୍କା ୬୧ ପଇସା ହୋଇଥିବା ବେଳେ ଡିଜେଲ ଦାମ ୮୦ ଟଙ୍କା ୭୪ ପଇସା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା