Masthead

ଦେଶରେ ୧୨୦ ପାର କଲା ପେଟ୍ରୋଲ ଦର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି ପେଟ୍ରୋଲ ଓ ଡିଜେଲ ଦର । କ୍ରମାଗତ ଭାବେ ବଢୁଛି ପେଟ୍ରୋଲ ଓ ଡିଜେଲ ଦର । ଅନ୍ତର୍ଜାତୀୟ ସ୍ତରରେ ଅଶୌଧିତ ତୈଳଦର ବୃଦ୍ଧି ପାଇବା ଫଳରେ ଘରୋଇ ବଜାରରେ ଏହାର ପ୍ରଭାବ ପଡ଼ିଛି । ଶୁକ୍ରବାର ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ୍ ଓ ଡିଜେଲ ଦର ବଢ଼ାଇଛନ୍ତି । ଲଗାତାର ତୃତୀୟ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି । ଦେଶରେ ପ୍ରଥମ ଥର ପାଇଁ ପେଟ୍ରୋଲ ୧୨୦ରେ ପହଞ୍ଚିଛି । ଡିଜେଲ ୧୧୦ ଟଙ୍କାରେ ପହଞ୍ଚିଛି ।

ରାଜସ୍ଥାନର ଶ୍ରୀଗଙ୍ଗନଗରରେ ପେଟ୍ରୋଲ ୧୧୯.୦୫ ଟଙ୍କା ଏବଂ ଡିଜେଲ ଲିଟର ପିଛା ୧୦୯.୮୮ଟଙ୍କାରେ ପହଞ୍ଚିଛି । ଆଜି ଘରୋଇ ତୈଳ କମ୍ପାନୀଗୁଡିକ ପେଟ୍ରୋଲ ଏବଂ ଡିଜେଲ ପାଇଁ ନୂତନ ରେଟ୍ ପ୍ରକାଶ କରିଛନ୍ତି । ଦିଲ୍ଲୀରେ ପେଟ୍ରୋଲ ଦର ପୁଣି ଥରେ ୩୫ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ମଧ୍ୟ ୩୫ପଇସା ମହଙ୍ଗା ହୋଇଛି । ଦିଲ୍ଲୀରେ ପେଟ୍ରୋଲ ବର୍ତ୍ତମାନ ଲିଟର ପିଛା ୧୦୬.୮୯ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୫.୬୨ ଟଙ୍କା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୨.୭୮ ପଇସାରେ ବିକ୍ରି ହେଉଥିବାବେଳେ ଡିଜେଲ ଲିଟର ପିଛା ୧୦୩.୬୩ ଟଙ୍କାରେ ବିକ୍ରି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା