Masthead

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା, ମିଳିଲାଣି ୩ ବସ୍ତା ପୋଡ଼ା ମାଂସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଘଟିଥିବା ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରି ଦେଇଛି । ସରକାରୀ ସୂଚନା ମୁତାବକ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଏସିବି ମେଡିକାଲରେ ଚିକିତ୍ସା ହେଉଛନ୍ତି । ତେବେ ଏହି ବିସ୍ଫୋରଣରେ ୩ ବସ୍ତା ପୋଡ଼ା ମାଂସ ମିଳିଛି । ମାଂସ ଖଣ୍ଡ ଗୁଡ଼ିକୁ ସଂଗ୍ରହ କରିଛି କମିଶନରେଟ ପୋଲିସର ସାଇନ୍ଟିଫିକ୍ ଟିମ୍ ଓ ତାହାର ଯାଞ୍ଚ ମଧ୍ୟ ଚାଲିଥିବା ବେଳେ ଉକ୍ତ ମାଂସ ଖଣ୍ଡ ଗୁଡିକ ର ଡି ଏନ୍ ଏ ପରୀକ୍ଷା କରାଯିବ ବୋଲି କମସନରେଟ ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଏହି ଘଟଣାରେ କେତେଜଣ ନିଖୋଜ ତାହା ସ୍ପଷ୍ଠ ହୋଇନାହିଁ । ଏଯାବତ ମୃତକଙ୍କ ହିସାବ ମଧ୍ୟ ମିଳିନାହିଁ । ସୀମାଞ୍ଚଳ ନାମକ ଜଣେ ବ୍ୟକ୍ତି ଉକ୍ତ ଘଟଣା ପରଠାରୁ ନିଖୋଜ ଥିବାରୁ ତାଙ୍କର ମୃତ୍ୟୁ ହୋଇଛି କି ନାହିଁ ତାହା ସ୍ପଷ୍ଠ ହୋଇନାହିଁ । ତାଙ୍କ ଭଉଣୀ କୋହଭରା କଣ୍ଠରେ ଭାଇକୁ ଖୋଜିଆଣିବାକୁ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ