Masthead

୨୩ରୁ ଆରମ୍ଭ ପିଜି ପ୍ରବେଶିକା ପରୀକ୍ଷା

(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ପିଜି ପ୍ରବେଶିକା ପରୀକ୍ଷା । ଏନେଇ ସୂଚନା ଦେଇଛି ଉଚ୍ଚଶିକ୍ଷା ବିଭଗ । ପିଜି ପ୍ରବେଶିକା ପରୀକ୍ଷାର କାର୍ୟ୍ୟସୂଚୀ ମଧ୍ୟ ପ୍ରକାଶ ପାଇଛି । କୋରୋନା କଟକଣା ମଧ୍ୟରେ ହେବ ପରୀକ୍ଷା । ତିନୋଟି ପର୍ୟ୍ୟାୟରେ ହେବ ପରୀକ୍ଷା । ଅଗଷ୍ଟ ୨୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୯ ତାରିଖ ପର୍ୟ୍ୟନ୍ତ ଚାଲିବ ପରୀକ୍ଷା ।

ପରୀକ୍ଷା ପ୍ରଥମ ପର୍ୟ୍ୟାୟରେ ୧୦ଟାରୁ ୧୧ ଟା ୩୦ ପର୍ୟ୍ୟନ୍ତ ହେବାକୁ ଥିବାବେଳେ ଦ୍ବିତୀୟ ପର୍ୟ୍ୟାୟରେ ୧୨ ଟା ୩୦ରୁ ୨ଟା ପର୍ୟ୍ୟନ୍ତ ହେବ । ସେହିପରି ତୃତୀୟ ପର୍ୟ୍ୟାୟ ପରୀକ୍ଷା ୩ ଟାରୁ ୪ ଟା ୩୦ ପର୍ୟ୍ୟନ୍ତ ଚାଲିବ । ପରୀକ୍ଷା ହଲକୁ ପ୍ରବେଶ କରିବା ପୂର୍ବରୁ କୋଭିଡ କଟକଣା ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ