Masthead

ତୃତୀୟ ପର୍ଯ୍ୟାୟ ଟିକାକରଣ, ଆଜିଠୁ ଅନଲାଇନ ରେଜିଷ୍ଟ୍ରେସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢିବାରେ ଲାଗିଛି ସଂକ୍ରମଣ । ଏହାକୁ ରୋକ ଲଗାଇବା ପାଇଁ ଚାଲିଛି ଟିକାକରଣ । ମେ ପହିଲାରୁ ସାରାଦେଶରେ ତୃତୀୟ ତୃତୀୟ ପର୍ଯ୍ୟାୟ ଟିକାକରଣ । ଆଜିଠୁ ଅନଲାଇନ ରେଜିଷ୍ଟ୍ରେସନ ଟିକାକରଣ ଆରମ୍ଭ ହେବାକୁ ଯାଉଛି । କୋୱିନ ପୋଟାଲକୁ ଯାଇ ସମସ୍ତେ ପଞ୍ଜୀକରଣ କରିପାରିବେ । ରାଜ୍ୟରେ ୨ କୋଟି ଓ ସାରା ଦେଶରେ ୬୫ କୋଟି ଲୋକ ୧୮ ରୁ ୪୪ ବର୍ଷ ବର୍ଗର ଟିକାକରଣ ପାଇଁ ଅଛନ୍ତି ।

ତେବେ ରାଜ୍ୟରେ ଟିକା ଅଭାବ କାରଣରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ହୋଇପାରେ । କୋୱିନ ପୋଟାଲକୁ ଯାଇ ଆଜିଠୁ ସମସ୍ତେ ପଞ୍ଜୀକରଣ କରିପାରିବେ । କିନ୍ତୁ ବର୍ତ୍ତମାନ ସ୍ଲଟ ଅଫ ଆପଏଣ୍ଟ ମିଳିବ ନାହିଁ । ଯେବେ ଟିକା ଉପଲବ୍ଧ ହେବ ସେହି ଅନୁସାରେ ପୋଟାଲ ମାଧ୍ୟମରେ ସ୍ଲଟ ଦିଆଯିବ । ଏବଂ ରାଜ୍ୟରେ ପଞ୍ଜୀକୃତ ହୋଇଥିବା ନାଗରିକମାନେ ତାଙ୍କ ସ୍ଲଟ ଅନୁସାରେ ଟିକା ନେଇପାରିବେ ବୋଲି ମଙ୍ଗଳବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ