Masthead

ଆଇଆଇସି ଏବଂ ଦୁଇ ହୋମଗାର୍ଡଙ୍କ ନାଁରେ ଏନଡିପିଏସ ଆକ୍ଟରେ ମାମଲା ରୁଜୁ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଆଇଆଇସି ଏବଂ ଦୁଇ ହୋମଗାର୍ଡଙ୍କ ନାଁରେ ଏନଡିପିଏସ ଆକ୍ଟରେ ମାମଲା ରୁଜୁ । ତତ୍କାଳୀନ ଫିରିଙ୍ଗିଆ ଥାନା ଆଇଆଇସି ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର ନାୟକ ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା। କନ୍ଧମାଳ ଅତିରିକ୍ତ ଏସପି ଲଳିତ କୁମାର ପଟ୍ଟନାୟକଙ୍କ ରିପୋର୍ଟ ଆଧାରରେ ଫିରିଙ୍ଗିଆ ଥାନାରେ ଏହି ମାମଲା ରୁଜୁ ହୋଇଛି।

ସୁଚନା ଅନୁସାରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ସ୍ଥାନୀୟ ଲୋକେ ପୋଲିସ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଧାରଣା ଦେଇଥିଲେ। ଏହି ଘଟଣାକୁ ପରେ ଥାନା ପୋଡ଼ି ଓ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ବି ହୋଇଥିଲା। ଏହି ଘଟଣାରେ ପୋଲିସ ୨୪ ଜଣଙ୍କୁ ଗିରଫ କରିଥିଲା। ପରେ ଆଇଆଇସିଙ୍କୁ ବଦଳି ଓ ନିଲମ୍ବନ ସହ ଦୁଇ ହୋମଗାର୍ଡଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିଲା। ତେବେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ସହ ସେମାନଙ୍କ ଗିରଫ ଦାବି କରି ଆସନ୍ତା ୨୮ ତାରିଖରେ ବିରାଟ ଶୋଭାଯାତ୍ରା ସହ ମହାସମାବେଶ କରିବାକୁ ଡାକରା ଦେଇଛନ୍ତି କନ୍ଧମାଳ ମିଳିତ ମଞ୍ଚ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି