Masthead

ଫିରିଙ୍ଗିଆ ଥାନା ପୋଡ଼ି ଘଟଣା; ତତ୍କାଳୀନ ଆଇଆଇସି ନିଲମ୍ବିତ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପୋଡ଼ି ଘଟଣା । ତତ୍କାଳୀନ ଆଇଆଇସି ନିଲମ୍ବିତ । ଆଇଆଇସି ତପନ କୁମାର ନାହାକଙ୍କୁ ନିଲମ୍ବିତ କଲେ ପୋଲିସ ଡିଜି । କର୍ତ୍ତବ୍ୟରେ ଅବହେଳା ଏବଂ ହିଂସାକାଣ୍ଡ ବେଳେ ଥାନା ଛାଡି ପଳାଇଥିବାରୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ।

ପୂର୍ବରୁ ଦୁଇ ଗୃହରକ୍ଷୀଙ୍କୁ ନିଲମ୍ବିତ କରିଥିଲେ ଏସ୍.ପି। ଗଞ୍ଜେଇ ଚାଲାଣରେ ପୋଲିସର ସମ୍ପୃକ୍ତି ଅଭିଯୋଗ କରି ଥାନାରେ ଭଙ୍ଗାରୁଜା କରିବା ସହ ଥାନାରେ ନିଆଁ ଲଗାଇ ଦେଇଥରଲେ ଗ୍ରାମବାସୀ । ଗଞ୍ଜେଇ ଚାଲାଣରେ ଆଇଆଇସି ଓ ତାଙ୍କ ସହଯୋଗୀ ସଂପୃକ୍ତ ଥିବା ସେମାନେ ଏସପିଙ୍କୁ ଜଣାଇଥିଲେ । କିନ୍ତୁ କାର୍ଯ୍ୟାନୁଷ୍ଠାନ ନହେବାରୁ ଥାନାରେ ଭଙ୍ଗାରୁଜା କରିଥିଲେ ଅଂଚଳବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା