Masthead

ବିବାଦରେ ମୋଦୀଙ୍କ ଫଟୋ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):କୋଭିଡ ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫଟୋକୁ ନେଇ ନୂଆ ବିବାଦ ଆରମ୍ଭ ହୋଇଛି । ସାରା ଦେଶରେ କୋଭିଡ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଜାରି ରହିଥିବା ବେଳେ ଟିକା ନେଉଥିବା ବ୍ୟକ୍ତିମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଉଛି । ଏହି ପ୍ରମାଣପତ୍ରରେ ମୋଦିଙ୍କ ଏକ ଫଟୋ ରହିଛି । ଏଥିରେ ଲେଖାଯାଇଛି, ଏକାଠି ଲଢିଲେ ଭାରତ କରୋନା ବିରୋଧୀ ଲଢେଇରେ ଜିତିବ । ସେହିପରି ଟିକା ସହ ସର୍ତକତା ମଧ୍ୟ ଜରୁରୀ ବୋଲି ଲେଖାଅଛି ।

ତେବେ ଏହାକୁ ନେଇ ଆପତ୍ତିି ଉଠାଇଛନ୍ତି ଟିଏମସି । ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହେବ ତୃଣମୂଳ କଂଗ୍ରେସ । ଏହାକୁ ପବ୍ଲିସିଟି ଷ୍ଟଂଟ କହିଛନ୍ତି ଟିଏମସି ସାଂସଦ ଶାନ୍ତନୁ ସେନ୍ । ନିର୍ବାଚନ ଆଚରଣ ବିଧିର ଉଲଙ୍ଘନ, ଲୋକଙ୍କ ଟଙ୍କାରେ ନିଜସ୍ୱ ପ୍ରଚାର କରୁଛନ୍ତି ମୋଦୀ ବୋଲି ଟିଏମସି କହିଛି । ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିକୁ ମିଳିଗଲା ବଡ ପ୍ରସଙ୍ଗ । ସେପଟେ ପଶ୍ଚିମବଙ୍ଗରେ ଟିଏମସି ବିଜେପି ମଧ୍ୟରେ ହେଉଛି କଡା ମୁକାବିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା