Masthead

ପିକଅପ ଧକ୍କାରେ ନାବାଳକ ମୃତ

ସୋର (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଛିଡ଼ା ହୋଇଥିଲେ ନାବାଳକ । ଅଚାନକ ଆସି ଧକ୍କା ଦେଲା ପିକଅପ ଭ୍ୟାନ । ଘଟଣାସ୍ଥଳରେ ଚାଲିଯାଇଛି ନାବାଳକଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ ଇଶ୍ୱରପୁର ଭିମେଇ ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ଭିମେଇ ଗାଁର ଦିବାକର ମଲ୍ଲିକଙ୍କ ପୁଅ ବିବେକ ରାସ୍ତା କଡରେ ତାଙ୍କ କାକାଙ୍କା ସହ ଠିଆ ହୋଇଥିବା ଦ୍ରୃତ ଗତିରେ ଆସୁଥିବା ପିକଅପ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ବିବେକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଇଶ୍ୱରପୁର ଫାଣ୍ଡି ପୋଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ସ୍ଥାନୀୟ ଲୋକେ ପିକଅପ ଭ୍ୟାନକୁ କାବୁ କରି ନେଇଥିଲେ । ପରେ ପୋଲିସ ଜିମା ଦେଇଛନ୍ତି । ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ