Masthead

ଓଲଟିଲା ପିକଅପ୍ ଭ୍ୟାନ୍, ୧୪ ମୃତ

ଭୋପାଳ(ବଡ଼ ଖବର ବ୍ୟୁରୋ): ଘାଟିକୁ ଖସିଲା ପିକଅପ୍ ଭ୍ୟାନ୍‌ । ୧୪ ମୃତ, ୨୦ ଆହତ । ମଧ୍ୟପ୍ରଦେଶ ଡିନ୍ଦୋରୀ ବାଦଝାର ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ପିକଅପ୍ ଭ୍ୟାନ୍ । ୨୦ ଆହତଙ୍କୁ ସ୍ଥାନୀୟ ଶାହାପୁରା ମେଡିକାଲରେ ଭର୍ତ୍ତି । ଦ୍ରୁତ ଗତିରେ ଯାଉଥିବା ବେଳେ ହଠାତ୍‌ ଘାଟିରେ ଓଲଟିଗଲା ଏକ ପିକ୍‌ଅପ୍‌ ଭ୍ୟାନ୍‌।

ଏପରି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ମଧ୍ୟପ୍ରଦେଶରର ଶାହପୁରା ଥାନା ଅଧୀନ ଦିନ୍ଦୋରୀରେ ଗତ ରାତିରେ ଘଟିଛି। ଦୁର୍ଘଟଣାରେ ମୃତକ ତଥା ଗୁରୁତରଙ୍କ ପରିଚୟ ମିଳି ପାରିନି। ସେମାନେ ସମସ୍ତେ ପିକ୍‌ଅପ୍‌ ଭ୍ୟାନ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଗାଡ଼ିଟି ଦ୍ରୁତ ଗତିରେ ଥିବା ବେଳେ ଡ୍ରାଇଭର ତାହା ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ବଡ଼ଝର ଘାଟିରେ ଓଲଟି ପଡ଼ିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା