Masthead

ବିଧାନସଭା ଆଗରେ ଧାରଣା ଦେବେ ପିହୁର ମାଆ

ଯାଜପୁର (ବଡ଼ ଖବର ବ୍ୟୁରୋ): ବିଞ୍ଝାରପୁର ଥାନା ମଧୁସୁଦନ ପୁର ଗ୍ରାମର ଶିଶୁ କନ୍ୟା ପିହୁ ନିଖୋଜ ମାମଲାରେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଛନ୍ତି ପିହୁର ମାଆ । ଝିଅ ନିଖୋଜର ଏକ ବର୍ଷ ପରେ ବି ପୋଲିସ ହାତ ଶୂନ । ଝିଅକୁ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ଓ ଘଟଣାର ସିବିଆଇ ତଦନ୍ତ କରିବାକୁ ସେ ବିଧାନସଭା ଆଗରେ ଧାରଣା ଦେବେ । ତାଙ୍କୁ ଯେପରି ପୋଲିସ ହଇରାଣ ନକରିବେ ସେଥିଲାଗି ଲିଖିତ ଦାବିପତ୍ର ଦେଇଛନ୍ତି ।

ଗତ ୨୦୨୦ ଅଗଷ୍ଟ ୯ ତରିଖରେ ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ପିହୁ ହଠାତ ନିଖୋଜ ହୋଇଯାଇଥିଲା । ରାଜ୍ୟ ପୁଲିସ ବିଭାଗ ପକ୍ଷରୁ ତାଙ୍କ ସହ କୈାଣସି ଯୋଗାଯୋଗ କରାଯାଇନଥିବା ପିହୁର ମାଆ ମୋନାଲିସା ଅଭିଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି, ଓଡିଶା ପୋଲିସ ନୁହେଁ ସିବିଆଇ ତଦନ୍ତ ହେଲେ ତାଙ୍କ ଝିଅ ମିଳିପାରିବ ବୋଲି ଦାବି କରିଛନ୍ତି । ସେପଟେ ଏହା ପୋଲିସ ବିଭାଗର ମାମଲା ହୋଇଥିବାରୁ ଜିଲ୍ଲାପାଳଙ୍କ କୈାଣସି ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା