ବିଧାନସଭା ଆଗରେ ଧାରଣା ଦେବେ ପିହୁର ମାଆ

ଯାଜପୁର (ବଡ଼ ଖବର ବ୍ୟୁରୋ): ବିଞ୍ଝାରପୁର ଥାନା ମଧୁସୁଦନ ପୁର ଗ୍ରାମର ଶିଶୁ କନ୍ୟା ପିହୁ ନିଖୋଜ ମାମଲାରେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇଛନ୍ତି ପିହୁର ମାଆ । ଝିଅ ନିଖୋଜର ଏକ ବର୍ଷ ପରେ ବି ପୋଲିସ ହାତ ଶୂନ । ଝିଅକୁ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ଓ ଘଟଣାର ସିବିଆଇ ତଦନ୍ତ କରିବାକୁ ସେ ବିଧାନସଭା ଆଗରେ ଧାରଣା ଦେବେ । ତାଙ୍କୁ ଯେପରି ପୋଲିସ ହଇରାଣ ନକରିବେ ସେଥିଲାଗି ଲିଖିତ ଦାବିପତ୍ର ଦେଇଛନ୍ତି ।

ଗତ ୨୦୨୦ ଅଗଷ୍ଟ ୯ ତରିଖରେ ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ପିହୁ ହଠାତ ନିଖୋଜ ହୋଇଯାଇଥିଲା । ରାଜ୍ୟ ପୁଲିସ ବିଭାଗ ପକ୍ଷରୁ ତାଙ୍କ ସହ କୈାଣସି ଯୋଗାଯୋଗ କରାଯାଇନଥିବା ପିହୁର ମାଆ ମୋନାଲିସା ଅଭିଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି, ଓଡିଶା ପୋଲିସ ନୁହେଁ ସିବିଆଇ ତଦନ୍ତ ହେଲେ ତାଙ୍କ ଝିଅ ମିଳିପାରିବ ବୋଲି ଦାବି କରିଛନ୍ତି । ସେପଟେ ଏହା ପୋଲିସ ବିଭାଗର ମାମଲା ହୋଇଥିବାରୁ ଜିଲ୍ଲାପାଳଙ୍କ କୈାଣସି ପ୍ରତିକ୍ରିୟା ଦେବାକୁ ମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ