Masthead

ରାମ ମନ୍ଦିର ନିର୍ମାଣରେ ବ୍ୟବହାର ହେବ ଗୋଲାପି ପଥର

ଅଯୋଧ୍ୟା(ବଡ଼ ଖବର ବ୍ୟୁରୋ): ବହୁ ଦିନର ପ୍ରତିକ୍ଷା ପରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି । ମନ୍ଦିର ନିର୍ମାଣ ପାଇଁ ସମଗ୍ର ଦେଶ ସହାୟତାର ହାତ ବଢାଇଥିଲା । ଏହା ମଧ୍ୟରେ ରାମ ମନ୍ଦିର ନିର୍ମାଣକୁ ନେଇ ଅନେକ ତଥ୍ୟ ସାମ୍ନାକୁ ଆସିଛି ।

ତେବେ ମନ୍ଦିର ପରିସରରେ ରାଜସ୍ଥାନର ବହୁ ପ୍ରସିଦ୍ଧ ଗୋଲାପି ପଥର ବ୍ୟବହାର କରାଯିବାର ସୂଚନା ମିଳିଛି । ସାଧାରଣତଃ ମନ୍ଦିର ପରିସରରେ ଥିବା ସଂଗ୍ରହାୟ, ଶୌଧ କେନ୍ଦ୍ର, ଗୋଶାଳା ଏବଂ ଆଉ ଏକ ଯୋଗଶାଳା ମାନଙ୍କରେ ବ୍ୟବହୃତ ହେବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା