Masthead

ପଦ୍ମ ଧରିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ

ପିପିଲି(ବଡ଼ ଖବର ବ୍ୟୁରୋ):ପୁରୀଜିଲ୍ଲା ପିପିଲି ଅଞ୍ଚଳର ପ୍ରାୟ ୩୫୦ରୁ ଅଧିକସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ଆଜି ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପୁରୀଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ନେତୃତ୍ୱରେ ସେମାନେ ବିଜେପିରେ ସାମିଲ ହୋଇଛନ୍ତି । ଆଶ୍ରିତଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଖୋର୍ଦ୍ଧା ଜିଲ୍ଲା କାଇପଦରସ୍ଥିତ ମସଜିଦରେ ସେମାନେ ବିଜେପିରେ ସାମିଲ ହୋଇଥିଲେ । ଆଗାମୀ ଦିନରେ ପିପିଲି ନିର୍ବାଚନମଣ୍ଡଳୀର ବିକାଶରେ ଏମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା