Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀ -ଭୁବନେଶ୍ୱର  ୩୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ସଡକ ଦୁର୍ଘଟଣା । ପୁରୀ ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ କାର ବାଇକୁ ଧକ୍କା ଦେଇଥିଲା । ବାଇକ ଆରୋହୀ ଗୁରୁତର ହୋଇଥିଲେ । ପିପିଲି ପୋଲିସ ଆହତକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ଆହାତ ବ୍ୟକ୍ତି ଜଣକ ହେଲେ ପିପିଲି ଅର୍ନ୍ତଗତ ହରିପୁର ଅଞ୍ଚଳର । କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ