Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀ -ଭୁବନେଶ୍ୱର  ୩୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ସଡକ ଦୁର୍ଘଟଣା । ପୁରୀ ରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ କାର ବାଇକୁ ଧକ୍କା ଦେଇଥିଲା । ବାଇକ ଆରୋହୀ ଗୁରୁତର ହୋଇଥିଲେ । ପିପିଲି ପୋଲିସ ଆହତକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ଆହାତ ବ୍ୟକ୍ତି ଜଣକ ହେଲେ ପିପିଲି ଅର୍ନ୍ତଗତ ହରିପୁର ଅଞ୍ଚଳର । କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ