Masthead

ସଡ଼କ ଦୁର୍ଘଟଣା

ପିପିଲି(ବଡ଼ ଖବର ବ୍ୟୁରୋ):ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ପିପିଲି ଓଭରବ୍ରିଜରେ ସଡ଼କ ଦୁର୍ଘଟଣା । ତରାକାଜରେ ଚୁଙ୍ଗୁଡ଼ି ବୋଝେଇ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଛି । ପିପିଲି ନିମାପଡ଼ା ରାସ୍ତାରେ ଏକ କାର ଜଗନ୍ନାଥପୁରରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଛି । ଦୁର୍ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚିଛି । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି । ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି