ସଡ଼କ ଦୁର୍ଘଟଣା

ପିପିଲି(ବଡ଼ ଖବର ବ୍ୟୁରୋ):ପୁରୀ ଭୁବନେଶ୍ୱର ଜାତୀୟ ରାଜପଥ ପିପିଲି ଓଭରବ୍ରିଜରେ ସଡ଼କ ଦୁର୍ଘଟଣା । ତରାକାଜରେ ଚୁଙ୍ଗୁଡ଼ି ବୋଝେଇ ଗାଡ଼ି ଦୁର୍ଘଟଣାଗସ୍ତ ହୋଇଛି । ପିପିଲି ନିମାପଡ଼ା ରାସ୍ତାରେ ଏକ କାର ଜଗନ୍ନାଥପୁରରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଛି । ଦୁର୍ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚିଛି । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି । ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ