Masthead

ପିପିଲି ବିଜେପି ଅଫିସରେ ବୋମାମାଡ଼

ନିମାପଡ଼ା(ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ପିପିଲିରେ ହିଂସା । ଉପନିର୍ବାଚନକୁ ମାତ୍ର ୨ ଦିନ ଥିବାବେଳେ ପିପିଲି ବିଜେପି କାର୍ଯ୍ୟାଳୟରେ ବୋମାମାଡ଼ କରି କାର୍ଯ୍ୟାଳୟକୁ ପୋଡ଼ିବାକୁ ଦୁର୍ବୃତ୍ତ ଉଦ୍ୟମ କରିଛନ୍ତି । ଦୁବୃର୍ତ୍ତମାନେ ପିପିଲି ସାତଶଙ୍ଖ ବିଜେପି କାର୍ଯ୍ୟାଳୟ ପୋଡିବା ସହ ବିଅର ବୋତଲରେ ପେଟ୍ରୋଲ ପୁରାଇ ମାଡ଼ କରିଥିଲେ ।

ଫଳରେ ନିଆଁ ଲାଗିଯାଇଥିଲା । ବିଜେପି କର୍ମୀମାନେ ନିଆଁକୁ ଆୟତ୍ତ କରିଥିଲେ । ଯାହା ଫଳରେ ଏକ ବଡ଼ ଧରଣର ବିପଦ ଟଳି ଯାଇଥିଲା । ନିର୍ବାଚନ ପାଖେଇ ଆସୁଥିବା ବେଳେ ଏପରି ଘଟଣାକୁ ବିଜେପି ନେତାମାନେ ତୀବ୍ର ନିନ୍ଦା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ