Masthead

ପିପିଲି ଉପନିର୍ବାଚନ: ଆଶ୍ରିତଙ୍କୁ ଆଶ୍ରାକଲା ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ସଜେଇ ହେଲାଣି ମଇଦାନ । ବାଜି ହାତେଇବାକୁ ଅଙ୍କ କଷିଲେଣି ୩ପ୍ରମୁଖ ରାଜନୈତିକ ଦଳ । ଏହାରି ଭିତରେ ବିଜେପି ଆଗୁଆ ତାର ପ୍ରାର୍ଥୀ ଘୋଷଣା କରିଛି। ପୁରୀ ଜିଲ୍ଲା ସଭାପତି ତଥା ପିପିଲିରୁ ପୂର୍ବରୁ ପ୍ରାର୍ଥୀ ହୋଇଥିବା ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ଏଥର ଆଶ୍ରାକରି ଟିକେଟ ଦେଇଛି। ଦଳର ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ବିଧାନସଭା ନିର୍ବାଚନରେ ଆଶ୍ରିତ ବିଜେପିରୁ ପ୍ରାର୍ଥୀ ହୋଇ ବିଜେଡି ନେତା ପ୍ରଦୀପ ମହାରଥୀଙ୍କୁ ଟକ୍କର କରି ବାଜି ହାରିଯାଇଥିଲେ। ଗତ ବିଧାନସଭା ନିର୍ବାଚନରେ ତାଙ୍କୁ ୭୨,୭୩୧ ଖଣ୍ଡ ଭୋଟ ମିଳିଥିଲା । ମାତ୍ର ୧୫,୭୮୭ ଖଣ୍ଡ ଭୋଟରେ ଆଶ୍ରିତ ପରାସ୍ତ ହୋଇଥିଲେ । ତେଣୁ ଏଥର ଉପ ନିର୍ବାଚନରେ ଦଳ ତାଙ୍କୁ ଆଗରେ ରଖି ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି ।

ଅନ୍ୟପଟେ ବିଜେଡି ଦୋଳ ପୂର୍ଣ୍ଣିମା ଦିନ ଓ କଂଗ୍ରେସ ହୋଲି ପରେ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ବୋଲି ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା