Masthead

ପିପିଲି ଉପନିର୍ବାଚନ, ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପ ନିର୍ବାଚନ ରେଜଲ୍ଟ ପାଇଁ ଆସନ୍ତା କାଲି ଭୋଟ ଗଣତି ହେବ । କୋଭିଡ ଗାଇଡ ଲାଇନ ଭିତରେ ଗଣତି ହେବ ଭୋଟ । ସକାଳ ୮ ଟାରୁ ଗଣତି ଆରମ୍ଭ ହେବ । ପୁରୀର ପେଣ୍ଠକଣ୍ଟା ଇଭିଏମ ୱେୟାର ହାଉସରେ ଭୋଟି ଗଣତି ହେବ । ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହେବ । ସକାଳ ୮ ଟା ୩୦ ରୁ ଇଭିଏମ ଭୋଟ କାଉଣ୍ଟିଙ୍ଗ ହେବ । ଦୁଇଟି ହଲରେ ଇଭିଏମ ଏବଂ ଗୋଟିଏ ହଲରେ ବାଲାଟା ଭୋଟ ଗଣତି ହେବ ।

ଇଭିଏମ ପାଇଁ ଗୋଟିଏ ହଲରେ ୭ ଟି ଲେଖାଏଁ ଟେବୁଲ ପଡିବ । ଦୁଇଟି ହଲରେ ୧୪ ଟି ଟେବୁଲ ରହିବ । ଭୋଟ ଗଣତି କରିବା ପାଇଁ ୬୨ ଜଣ କର୍ମଚାରୀ ନିୟୋଜିତ ରହିବେ । ମୋଟ ୩୪୮ ଟି ବୁଥରେ ଭୋଟି ଗ୍ରହଣ ହୋଇଥିଲା । ୫ ଟି ଟେବୁଲରେ ରେଜଲ୍ଟ ଓ ଭିଭିପାଟ ମ୍ୟାଚ ହେବ । ପିପିଲି ଉପ ନିର୍ବାଚନ କାଉଣ୍ଟିଙ୍ଗର ପ୍ରତିଟି ଅପଡେଟ ନିର୍ବାଚନ ଅଧିକାରୀଙ୍କ ୱେବସାଇଟ ଉପଲବ୍ଧ ହେବ । ଭୋଟ ଗଣତି ପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି