Masthead

ଭୋଟ ଦେଉଛି ପିପିଲି

ପିପିଲି (ବଡ଼ ଖବର ବ୍ୟୁରୋ): ଆଜି ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ୧୦ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଣ୍ଣୟ କରିବେ ୨ଲକ୍ଷରୁ ଅଧିକ ଭୋଟର। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପିପିଲି ଓ ଡେଲାଙ୍ଗ ବ୍ଲକ୍‌ର ୩୪୮ଟି ବୁଥ୍‌ରେ ଏହି ମତଦାନ ଅନୁଷ୍ଠିତ ହୋଇଛି।

ଏଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି କରାଯାଇଛି। ପିପିଲି ବ୍ଲକ୍‌ର ସମୁଦାୟ ୧୯୯ଟି ବୁଥ୍‌ ଓ ଡେଲାଙ୍ଗ ବ୍ଲକ୍‌ର ୧୪୯ଟି ବୁଥ୍‌ରେ ମତଦାନ । ୧,୧୯,୨୦୬ ଜଣ ପୁରୁଷ ଭୋଟର ଓ ୧,୧୦,୭୯୦ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ। ଏହାବାଦ୍ ୨ ଜଣ ତୃତୀୟ ଲିଙ୍ଗ ଓ ୩୨୧ଜଣ ସର୍ଭିସ୍‌ ଭୋଟର୍‌ ମଧ୍ୟ ଭୋଟ୍‌ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା