ପିପିଲି ଫାଇଟ, ଚତୁର୍ଥ ରାଉଣ୍ଡ ସୁଦ୍ଧା ଆଗରେ ବିଜେଡି

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଚାଲିଛି ଭୋଟ ଗଣତି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ଅଗୁଆ ରହିଛି । ବିଜେଡି ଚତୁର୍ଥ ରାଉଣ୍ଡରେ ୫୧୪୦ଭୋଟରେ ଆଗୁଆ ଥିବାବେଳେ ବିଜେପି ୧୧୮୨୮ ଭୋଟରେ ରହିଛି । କଂଗ୍ରେସ ୧୧୮୦ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ୫୦୪୪ ଭୋଟରେ ଆଗୁଆ ରହଥିଲେ ରୁଦ୍ର । ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ମୋଟ ୧୩୬୧୧ଭୋଟ ରହିଥିବାବେଳେ ବିଜେପିର ୮୫୬୭ ଖଣ୍ଡ ଭୋଟ ରହିଥିଲା । କଂଗ୍ରେସର ୧୧୮୦ ଖଣ୍ଡ ଭୋଟ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!