Masthead

ପିପିଲି ଫାଇଟ, ଆଗରେ ରୁଦ୍ର

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ରେଜଲ୍ଟ ପାଇଁ ଚାଲିଛି ଭୋଟ ଗଣତି । ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ବିଜେଡି ଅଗୁଆ । ଦ୍ୱିତୀୟ ରାଉଣ୍ଡରେ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ୩୩୧୭ ଭୋଟରେ ବିଜେଡି ଆଗରେ ରହିଛି । କଂଗ୍ରେସକୁ ୬୮୧ ଭୋଟ ମିଳିଥିବାବେଳେ ବିଜେପିକୁ ୫୭୧୩ ଭୋଟ ମିଳିଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଥିଲେ । ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ବିଜେଡିକୁ ୯୦୩୦ ଭୋଟ ମିଳିଥିବାବେଳେ ବିଜେପିକୁ ୫୭୧୩ ଭୋଟ ମିଳିଛି । କଂଗ୍ରେସକୁ ୯୮୧ଭୋଟ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ