Masthead

ନ୍ୟାୟ ପାଇଁ ସତ୍ୟବାଦୀରୁ ରାଜଭବନ ପଦଯାତ୍ରା

ପିପିଲି (ବଡ଼ ଖବର ବ୍ୟୁରୋ): ମାନବ ପ୍ରେମୀ ଆଦିତ୍ୟ ଦାଶ, ନୟାଗଡ଼ର କୁନି ପରୀ ଏବଂ ପୁରୀ ହାଜତ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ସାକ୍ଷୀଗୋପାଳରୁ ରାଜଭବନ ଅଭିମୁଖେ ବାହାରିଛି ପଦଯାତ୍ରା । ଏହି ପଦଯାତ୍ରାରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ରାଜ୍ୟ ମହିଳା କଂଗ୍ରେସ ସମ୍ପାଦିକା ନିରୁପମା ପାତ୍ର ଯୋଗଦେଇ ସରକାରଙ୍କ ଉପରେ ବର୍ଷିଛନ୍ତି । ରାଜରାସ୍ତାରେ ସତ୍ୟ ସାମ୍ନାକୁ ନ ଆସିଲେ ଆଗାମୀ ଦିନରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ଓ ରାଜରାସ୍ତାରେ ନିଆଁ ଜଳିବ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ